304
ବାଲେଶ୍ଵର ସ୍ବଦେଶ ସଂଗ୍ରାମ ଫାଉଣ୍ଡେସନ ପକ୍ଷରୁ ହୋଟେଲ୍ ହରିପ୍ଲାଜାରେ ବନ୍ଦେ ମାଆତରମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ଫାଉଣ୍ଡେସନର ଚେୟାର ମ୍ୟାନ ସଂଗ୍ରାମ ଦାସ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ଛୋଟ ବଡ଼ ପିଲାମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ହୋଇଥିଲା। ଅନୁଷ୍ଠାନ ପକ୍ଷରୁ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ଶେଷରେ ପ୍ରତିଯୋଗିତା ଅଂଶଗ୍ରହଣ କରିଥିବା କୃତି ପ୍ରତିଯୋଗୀ ମାନଙ୍କୁ ଫାଉଣ୍ଡେସନ ପକ୍ଷରୁ ଅତିଥି ମାନେ ପୁରସ୍କାର ବିତରଣ କରିଥିଲେ।